Dive Deep into Creativity: Your Ultimate Tumblr Experience Awaits
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।
Happy Kartik purnima🌸